ଡ଼ାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

Aug 25, 2025 - 20:41
0 65
ଡ଼ାବୁଗାଁ ଠାରେ  ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ  ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର,୨୫l୮(ଷ୍ଟାର ନିୟୁଜ ଓଡିଶା) :ଆଜି ଡ଼ାବୁ ଗାଁ ପଞ୍ଚାୟତ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ବିଶ୍ଵଜିତ ବର୍ମନ୍ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ବି ଡି ଓ ଶରତ କୁମାର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।

ନବରଙ୍ଗପୁରରୁ ସ୍ୱତନ୍ତ୍ର ପ୍ରତିନିଧି ସବ୍ୟସାଚୀ ଭରତିଆଙ୍କ ରିପୋର୍ଟ |

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User